www.samajalive.in
Sunday, December 7, 2025
23.1 C
Bhubaneswar

ରେଙ୍ଗାଲିରେ ଆନ୍ତର୍ଜାତିକ ଶିଶୁ କନ୍ୟା ଦିବସ

ରେଙ୍ଗାଲି :  ରେଙ୍ଗାଲିରେ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଆନ୍ତର୍ଜାତିକ ବାଲିକା ଶିଶୂ ଦିବସ ପାଳିତ ହୋଇ ଯାଇଛି । ରେଙ୍ଗାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୀବନ କିଶୋର ବାରେୱାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ନୂଆ ରମ୍ପେଲା ଉଚ୍ଚ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେଙ୍ଗାଲି ସହିତ ଅନ୍ୟାନ୍ୟ ବିଦ୍ୟାଳୟର ଛାତ୍ରୀମାନେ ବ୍ୟାନର୍ ଓ  ପ୍ଲା କାର୍ଡ ଧରି ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେନ୍ଦ୍ର ବାଗ, ସମସ୍ତ ସିଆରସିସି, ହିମାଂଶୁ କୁମାର ସାହୁ, ଲକ୍ଷ୍ମଣ ବାରିକ, ମହାବୀର ପ୍ରସାଦ ପଟୁଆ, ବସନ୍ତ କୁମାର ରାଉତ, ପୁରୁଷୋତ୍ତମ ପାତ୍ର, ବିଷ୍ଣୁ ପ୍ରସାଦ ଖମାରୀ, ରଞ୍ଜିତା ପଧ।ନ, ସସୀମା ବାରିକ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories