www.samajalive.in
Sunday, December 14, 2025
26.1 C
Bhubaneswar

ବିପିସିଙ୍କୁ ମାଡମାରିବା ଘଟଣା; ୫ ଅଭିଯୁକ୍ତ କୋର୍ଟ ଚାଲାଣ

ଗୁଡଭେଲା: ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ମିଶନ ଶକ୍ତି ବିଭାଗର ବିପିସି ନିର୍ମଳ ପଧାନଙ୍କୁ ଅଧ୍ୟକ୍ଷାଙ୍କ ଚେମ୍ବର ଭିତରେ ମାଡମାରିଥିବା ନେଇ ତୁଷୁରା ଥାନାରେ ୯ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା । ପୁଲିସ କେସ୍ ନମ୍ବର ୧୯୬ରେ ଏକ ମାମଲା ରୁଜୁ କରି ବୁଧବାର ୯ ଜଣଙ୍କ ମଧ୍ୟରୁ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଗୁଡଭେଲାର ରୋହିତ ବାଗ, ଜଗଦୀଶ ବାଗ, ଧୁବେଇ ଚରଣ ମନହିରା, ରମାକାନ୍ତ ମହାପାତ୍ରଙ୍କ ସହ ଜାମୁଟର ଶଙ୍କରଷଣ କର୍ମୀ। ଅଧିକ ତଦନ୍ତ ଚାଲିଛି ପରେ ସମସ୍ତ ତଥ୍ୟ ଦିଆଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories