www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଜେଡ୍‌ ଶ୍ରେଣୀ ସୁରକ୍ଷା..

ବଳିଆ ଯୋଜନାରେ ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି..

- Advertisement -

ଆଇସିସି ବିଶ୍ବକପ୍.. ଅଷ୍ଟ୍ରେଲିଆ ଆଗରେ ୩୧୨ ରନର ବିଜୟ ଲକ୍ଷ୍ୟ ରଖିଲା ଦକ୍ଷିଣ ଆଫ୍ରିକା..

ମେଡିକାଲ ଅଧିକାରୀଙ୍କ ଛୁଟି ସମ୍ପର୍କରେ ସରକାରୀ ବିଜ୍ଞପ୍ତି ପ୍ରକାଶ.. ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ମିଳିବ ଛୁଟି.. ସେହି ମାସର ଯେକୌଣସି ଦିନ ଛୁଟି ନେଇପାରିବେ..

ବିହାର ରେଳ ଦୁର୍ଘଟଣା.. ମୃତକଙ୍କ ପରିବାରକୁ ୧୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି.. ରେଳବାଇ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ.. ବିହାର ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା..

ପଞ୍ଚକ ବ୍ରତ ଓ ବଡ଼ ଓଷା ପାଇଁ ପ୍ରଶାସନର ପ୍ରସ୍ତୁତି ବୈଠକ.. ଧବଳେଶ୍ବର ପୀଠରେ କଟକ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ.. ନଭେମ୍ବର ୨୫ରେ ଧବଳେଶ୍ବରଙ୍କ ପୀଠରେ ପାଳନ ହେବ ବଡ଼ଓଷା..

ବ୍ରହ୍ମପୁର ଗୋଷାଣୀନୂଆଗାଁ ଥାନା ନୀଳକଣ୍ଠନଗରରେ ମହିଳାଙ୍କୁ ହତ୍ୟା.. ଘରକୁ ଫେରୁଥିବା ବେଳେ ପଛପଟୁ ମୁଣ୍ଡକୁ ପିଟିପିଟି ହତ୍ୟା.. ମୃତ ମହିଳା ସୌଦାମିନୀ ଶିଶୁ କଲ୍ୟାଣ ସମିତି ସଦସ୍ୟ ଥିବା ସୂଚନା..

ଇସ୍ରାଏଲ-ହମାସ ଭୟଙ୍କର ଯୁଦ୍ଧ.. ଏପର୍ଯ୍ୟନ୍ତ ୨୪୦୦ରୁ ଊର୍ଦ୍ଧ୍ବ ମୃତ.. ଗାଜା ଷ୍ଟ୍ରିପ୍‌ରେ ୨,୫୦,୦୦୦ ଲୋକ ବାସହୀନ..

ମାଲକାନଗିରିରେ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ୧୯୨ କୋଟି ବ୍ୟୟରେ ୧୮ଟି ଲୋକାଭିମୁଖି ପ୍ରକଳ୍ପର କଲେ ଶୁଭାରମ୍ଭ..

ରାଉରକେଲାରେ ୪ ବର୍ଷ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର.. ହତ୍ୟା ସନ୍ଦେହ.. ବାପାକୁ ଅଟକ ରଖି ପୁଲିସର ପଚରାଉଚରା ଜାରି..

 

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories