www.samajalive.in
Saturday, December 6, 2025
15.1 C
Bhubaneswar

ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ‘ୱାଇ’ରୁ ‘ଜେଡ୍‌’କୁ ବୃଦ୍ଧି

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଏଣିକି ତାଙ୍କୁ ‘ଜେଡ୍‌’ ବର୍ଗର ସୁରକ୍ଷା ଯୋଗାଇ ଦିଆଯିବ। ଏହାପୂର୍ବରୁ ଜୟଶଙ୍କରଙ୍କୁ ୱାଇ ବର୍ଗର ସୁରକ୍ଷା ଦିଆଯାଉଥିଲା।

ସରକାରୀ ସୂତ୍ର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ)କୁ ବୈଦେଶିକ ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବ ବହନ କରିବାକୁ କହିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀ ପୁଲିସ ଏହି ଦାୟିତ୍ୱ ତୁଲାଉଥିଲା। ୬୮ ବର୍ଷିୟ ଜୟଶଙ୍କରଙ୍କୁ ‘ୱାଇ’ ବର୍ଗର ସୁରକ୍ଷା କର୍ଡନରେ ଦିଲ୍ଲୀ ପୁଲିସର ଏକ ସଶସ୍ତ୍ର ଦଳ ସୁରକ୍ଷା ଦେଉଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories