www.samajalive.in
Sunday, December 14, 2025
18.1 C
Bhubaneswar

କଟକରେ ରାସ୍ତାଘାଟ ସମସ୍ୟା ; ଆସନ୍ତା ୨୭ ସୁଦ୍ଧା କାମ ଶେଷ କର -ହାଇକୋର୍ଟ

କଟକ : କଟକରେ ରାସ୍ତାଘାଟ ସମସ୍ୟା ଦୂର ନେଇ ହାଇକୋର୍ଟଙ୍କ ପକ୍ଷରୁ ଶୁକ୍ରବାର ନିର୍ଦ୍ଦେଶ ହୋଇଛି। ଆସନ୍ତା ୨୭ ତାରିଖ ସୁଦ୍ଧା କାମ ଶେଷ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ନିର୍ମାଣ/ମରାମତି କାମ ୨୭ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ବ୍ୟକ୍ତିଗତ ଭାବେ ହାଜର ହୋଇ ପକ୍ଷ ରଖିଛନ୍ତି ବିଭିନ୍ନ ବିଭାଗ ଅଧିକାରୀ। ସିଏମ୍‌‌ସି, ପିଡବ୍ଲଡି, ଆର ଆଣ୍ଡ ବି, ଗେଲ୍‌‌ ପ୍ରମୁଖ ପକ୍ଷ ରଖିଛନ୍ତି। ବକ୍ସ ଡ୍ରେନ୍‌‌ କାମ ଆସନ୍ତା ମାର୍ଚ୍ଚ ସୁଦ୍ଧା ସରିବ ବୋଲି ଆମିକସ କ୍ୟୁରୀ କହିଛନ୍ତି। ଆସନ୍ତା ନଭେମ୍ବର୨ରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories