www.samajalive.in
Monday, December 8, 2025
14.1 C
Bhubaneswar

ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ ସଭାଗୃହ ରେ ବ୍ଲକ ସ୍ତରୀୟ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହିଳା ଓ ଶିଶୁ ବିକାଶ ଅଧିକାରିଣୀ ହରପ୍ରିୟା ମେହେରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକରେ କାର୍ଯ୍ୟରତ ସମସ୍ତ ଅଙ୍ଗନବାଡି ପରିଦର୍ଶିକା ଅଙ୍ଗନବାଡି କର୍ମୀ ଆଶା କର୍ମୀ ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟ ଗୁଡିକର ଛାତ୍ରୀମାନେ ଉପସ୍ଥିତ ଥିଲେ। ତେବେ ଝିଅ ମାନଙ୍କ ପ୍ରତି ଅବହେଳା ନକରି ସେମାନଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯାଇ କିଭଳି ଭାବରେ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯାଇ ପାରିବ ତାହା ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ନେଡିପଦର ବାଳିକା ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ବେଟି ବଚାଓ ବେଟି ପଢ଼ାଓ ବିଷୟ ଉପରେ ଆଧାରିତ ସଚେତନତା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories