www.samajalive.in
Thursday, December 11, 2025
16.1 C
Bhubaneswar

ଏନଏସସିବିରେ ଅମୃତ କଳସ ଯାତ୍ରା

ସମ୍ବଲପୁର: ସ୍ଥାନୀୟ ପୁଟିବନ୍ଧ ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ମୋର ମାଟି ମୋର ଦେଶ ଅର୍ନ୍ତଗତ ଅମୃତ କଳସ ଯାତ୍ରା ଅଭିଯାନ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ହରପାଳଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଯାଇଛି। ସ୍ୱେଚ୍ଛାସେବୀ ମାନେ ମହାବିଦ୍ୟାଳୟର ପରିସରରୁ ମାଟି ସଂଗ୍ରହ କରି ଅମୃତ କଳସରେ ଭର୍ତ୍ତି କରିଥିଲେ। ଏନଏସଏସର ସଂଯୋଜିକା ଅଧ୍ୟାପିକା ମିଲି ସାହୁଙ୍କ ସଂଯୋଜନାରେ ଉକ୍ତ କଳସକୁ ନେଇ ଏକ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ଶତାଧିକ ଛାତ୍ରଛାତ୍ରୀ, ଅଧ୍ୟାପକ ଡ. ପ୍ରଶାନ୍ତ ପଣ୍ଡା, ବିଶ୍ୱଜିତ ମହାନ୍ତି, ମେଞ୍ଜା ପୂର୍ତ୍ତି, ସୁରେଶ ଏକ୍କା ପ୍ରମୁଖ ସାମିଲ ହୋଇଥିଲେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories