www.samajalive.in
Saturday, December 13, 2025
27.1 C
Bhubaneswar

ବିଶ୍ୱ ଅଣ୍ଡା ଦିବସ ପାଳିତ

ଫୁଲବାଣୀ: ଜିଲାସ୍ତରୀୟ ବିଶ୍ୱ ଅଣ୍ଡା ଦିବସ ଫୁଲବାଣୀ ସ୍ଥିତ ଆର୍‌‌.ସେ.ଟି ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଦିବସ ଅବସରରେ ଗୋପବନ୍ଧୁ ବାଳାଶ୍ରମର ଅନ୍ତେବାସୀ ସମେତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସିଝା ଅଣ୍ଡା ସହିତ ଅନ୍ୟ ଦ୍ରବ୍ୟ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା ଓ ଆଲୋଚନା ଚକ୍ରରେ ଏକ ସୁସ୍ଥ ଭବିଷ୍ୟତ ପାଇଁ ଅଣ୍ଡାର ଆବଶ୍ୟକତା ଉପରେ ଅତିଥିମାନେ ମତ ପ୍ରକାଶ କରିଥିଲେ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡଃ.ସଂଜୀବ କୁମାର ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆରସେଟିର ନିର୍ଦ୍ଦେଶକ ଚନ୍ଦ୍ର ଶେଖର ପ୍ରଧାନ, ଅତିରିକ୍ତ ପ୍ରାଣି ଚିକିତ୍ସାଧିକାରୀ ଡଃ. ସନ୍ତୋଷ କୁମାର ପଟନାୟକ ପ୍ରମୁଖ ଯୋଗ ଦେଇଥିଲେ।

Hot this week

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

Related Articles

Popular Categories