www.samajalive.in
Monday, December 8, 2025
27.1 C
Bhubaneswar

ଅସହାୟ ମହିଳାଙ୍କୁ ଥଇଥାନ

ସମ୍ବଲପୁର: ସମ୍ବଲପୁରର ଟାଉନ ଥାନା ଅର୍ନ୍ତଗତ ଫାଟକ ଅଞ୍ଚଳରେ ଥିବା ଫାଣ୍ଡି ନିକଟରେ ଜଣେ ଅସହାୟ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଉକ୍ତ ମହିଳା ଜଣକ ଏଣେ ତେଣେ ଅସହାୟ ଅବସ୍ଥାରେ ବୁଲୁଥିବା ବେଳେ ଫାଟକର ଅତୁଲ ମହାକୁଡ ଙ୍କ ନଜରକୁ ଆସିଥିଲା। ଏଣୁ ସେ ପରିଚୟ ଅନୁଷ୍ଠାନର ବିପିନ ବିହାରୀ ପଣ୍ଡାଙ୍କୁ ଏ ସମ୍ପର୍କରେ ସୂଚନା ଦେଇଥିଲେ। ଖବର ପାଇ ଶ୍ରୀ ପଣ୍ଡା, ସାଥି ଆଦି ନନ୍ଦ ଏବଂ ଟାଉନ ଥାନାଧିକାରୀ ବୁଲୁ ସ୍ୱାଇଁ, ଏସଆଇ ଦୀପ୍ତିମୟୀ ମିଶ୍ରଙ୍କ ସହାୟତାରେ ଉକ୍ତ ମାନସିକ ବିକୃତ ମହିଳାଙ୍କୁ ଉଦ୍ଧାର କରି କୁଲୁଥକାନୀ ସ୍ଥିତ ମିଶନ ଆଶ୍ରାରେ ଥଇଥାନ କରାଇଥିଲେ।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories