www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ ; ଜଣେ ଗୁରୁତର

ଭବାନୀପାଟଣା : ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ବୃନ୍ଦା ବାହାଲ ଛକ ନିକଟ ବିଜୁ ଏକ୍ସପ୍ରେସୱେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି । ତାଙ୍କ ନାମ ମିନାକ୍ଷୀ ନାଏକ (୧୭) ଏବଂ ତାଙ୍କ ଘର ଜୟପାଟଣା ଥାନା ଅନ୍ତର୍ଗତ ଟେମରା ବୋଲି ଜଣାପଡିଛି । ଏହି ଦୁର୍ଘଟଣାରେ ଗୁରୁତର ଆହତ ହେଇଥିବା ହେମରାଜ ନାଏକଙ୍କୁ ପ୍ରଥମେ ଧର୍ମଗଡ ଏବଂ ପରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ବିଜୁ ଏକ୍ସପ୍ରେସୱେରେ ସ୍କୁଟିରେ ଯାଉଥିବା ତିନିଜଣଙ୍କୁ ହାଇୱା ଧକ୍କା ଦେବା ଯୋଗୁଁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଗୋଲାମୁଣ୍ଡା ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories