www.samajalive.in
Monday, December 8, 2025
13.1 C
Bhubaneswar

ପିଥୋରାଗଡରେ ଭୂକମ୍ପର ଝଟକା

ଲଖନଉ : ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ସୋମବାର ସକାଳ ୯ଟା୧୧ରେ ପିଥୋରାଗଡର ଧରଚୁଲା ଏବଂ ବାଙ୍ଗାପାନି ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳରୁ ୫ କିଲୋମିଟର ଗଭୀରତାରେ ଥିବାବେଳେ ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୦ ରେକର୍ଡ କରାଯାଇଛି। ରାତି ୯ଟା୧୫ରେ ଧରଚୁଲାରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଭୟଭୀତ ହୋଇ ଲୋକମାନେ ଘରୁ ବାହାରକୁ ପଳାଇ ଆସିଥିଲେ। ବିପର୍ଯ୍ୟୟ ପରିଚାଳନା ବିଭାଗର ସୂଚନା ଅନୁଯାୟୀ, ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନାହିଁ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories