www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀରୁ ୧ କ୍ୱିଣ୍ଟାଲ ୩୦ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରୁ ଜବତ ହେଲା ବିପୁଳ ପରିମାଣରେ ଗଞ୍ଜେଇା ପ୍ରାୟ ୧ କ୍ୱିଣ୍ଟାଲ ୩୦ କେଜି ଗଞ୍ଜେଇ ଜବତ ହୋଇଛି। ଫୁଲବାଣୀରୁ କୋଲକାତା ଚାଲାଣ ବେଳେ ପୁଲିସ ଜବତ କରିଛି। ଏହାସହ ସମ୍ପୃକ୍ତ ଘଟଣାରେ ୨ଟି କାର୍‌‌ ସହ ୪ ଜଣଙ୍କୁ ସ୍ପେଶାଲ କ୍ରାଇମ୍‌‌ ୟୁନିଟ୍‌‌ ଗିରଫ କରିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories