www.samajalive.in
Sunday, December 7, 2025
23.1 C
Bhubaneswar

ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲା ; ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍‌‌

କଟକ : ବର୍ଷା -ଅନୁଭବ ବିବାହ ବିଚ୍ଛେଦ ମାମଲାରେ ମଙ୍ଗଳବାର ହାଇକୋର୍ଟ ନୋଟିସ୍‌‌ ଦେଇଛନ୍ତି। ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌‌ ଦିଆଯାଇଛି। ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ପରିବାର ଅଦାଲତ ବିବାହ ବିଚ୍ଛେଦ ଆବେଦନ ଖାରଜ କରିଥିଲେ। ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆସନ୍ତା ୯ ତାରିଖରେ ପରବର୍ତ୍ତୀ ଶୁଣାଇ ନେଇ ଦିନ ଧାର୍ଯ୍ୟ ହୋଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories