www.samajalive.in
Sunday, December 7, 2025
16.1 C
Bhubaneswar

ଆସୁଛି ଲଘୁଚାପ ; ଏଥର ବର୍ଷାରେ ଭିଜିବ ଦଶହରା !

ଭୁବନେଶ୍ୱର : ଆସୁଛି ଲଘୁଚାପ। ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଲଘୁଚାପ ଆସୁଥିବା ନେଇ ଆଇଏମ୍‌‌ଡିଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ସମ୍ଭାବନା ପରେ ଏ ବର୍ଷ ପୂଜାକୁ ଲଘୁଚାପ ଭସାଇବା ନେଇ ଆଶଙ୍କା ବଢିଛି। ୨୦ରେ ଲଘୁଚାପ ସୃଷ୍ଟି ହେଉଥିବାରୁ ଦଶହରାରେ ପୂଜା ଭାସିବା ନେଇ ଆଶଙ୍କା କରାଯାଉଛି। ୨୦ ତାରିଖରେ ମହାଷଷ୍ଠୀ,୨୪ରେ ଦଶହରା ଓ ୨୫ରେ ଭସାଣ। ଲଘୁଚାପ ସମ୍ଭାବନା ପରେ ପୂଜା ଭିଜା ଭିଜା ନେଇ ଆଶଙ୍କା କରାଯାଉଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories