www.samajalive.in
Friday, December 12, 2025
26.1 C
Bhubaneswar

ସାହାରପଡା ବ୍ଲକସ୍ତରୀୟ ସୁରଭି ଉଦଯାପିତ

ପାଟଣା: ସାହାରପଡା ବ୍ଲକସ୍ତରୀୟ ସୁରଭି କାର୍ଯକ୍ରମ ଆଜି ସାହାରପଡା ଉଚ୍ଚ ବିଦ୍ୟାଳୟରେ ଉଦଯାପିତ ହୋଇଛି। ବ୍ଲକ ସହଶିକ୍ଷାଧିକାରୀ ଦୟାନିଧି ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନ ଉତ୍ସବରେ ମୁଖ୍ୟଅତିଥି ଭାବେ ବ୍ଲକଶିକ୍ଷାଧିକାରୀ ଉତ୍ତମ କୁମାର ନାୟକ, ସମ୍ମାନିତ ଅତିଥି ଭାବେ ସହଶିକ୍ଷାଧିକାରୀ ଭାରତୀ ରାମ ଓ ରତ୍ନାକର ମହାନ୍ତ ପ୍ରମୁଖ ଯୋଗଦେଇ ପ୍ରତିଭା ଅନ୍ୱେଷଣ ତଥା ନୃତ୍ୟ ସଙ୍ଗୀତରେ ଅଂଶ ଗ୍ରହଣକାରି କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ବ୍ଲକ ଅଞ୍ଚଳର ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଓ ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀ ମାନେ କାର୍ଯକ୍ରମ ରେ ଅଂଶ ଗ୍ରହଣ କରିଥିଲେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories