www.samajalive.in
Friday, December 12, 2025
19.1 C
Bhubaneswar

ଗୋପାଳପୁର କଲେଜରେ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ

ଗୋପାଳପୁର: ଗୋପାଳପୁର କଲେଜରେ ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ଼.ରାମ ପ୍ରସାଦ ପଣ୍ଡା ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ସାଂସ୍କୃତିକ ପରିଷଦର ସଂଯୋଜକ ଡ଼.ରାମଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରଚନା, ତର୍କ ପ୍ରତଯୋଗିତା, କୁଇଜ୍, ରଙ୍ଗୋଲି, ସଂଗୀତ ଓ ଡ଼ାନ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ସାଂସ୍କୃତିକ ଓ ଖେଳ ପ୍ରତିଯୋଗିତାକୁ ପ୍ରୋତ୍ସାହନ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେବାକୁ କୁହା ଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମଣ ପାଳ, ଡ.ପ୍ରଦୀପ୍ତ ପଟ୍ଟନାୟକ, ଡ଼.ମନୋଜ ପଟ୍ଟନାୟକ, ଚଞ୍ଚଳା ଜେନା, ଡ଼.ନିହରିକା ପାଢ଼ୀ, ଡ଼.ଗିରିସ ଚନ୍ଦ୍ର ବେହେରା, ଦେବୀ ପ୍ରସାଦ ପାଢ଼ୀ, ସନ୍ତୋଷ କୁମାର ବେହେରା, ଉମାକାନ୍ତ ସାହୁ, ହରିଶ୍ ଚନ୍ଦ୍ର ବିଷୋୟୀ, ଜି ଗଣେଶ, ଅନିଲ ଯାଦବ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories