www.samajalive.in
Monday, December 8, 2025
27.1 C
Bhubaneswar

ବୋନସ୍‌‌ ନେଇ ଆସୁଥିବା ବେଳେ ଯୁବକଙ୍କୁ ଗୁଳିମାଡ

କୋଇଡା : ଲୁଟ୍‌‌ ଉଦେଶ୍ୟରେ ଜଣେ ଯୁବକଙ୍କୁ ବୁଧବାର ଗୁଳିମାଡ ହୋଇଥିବା ଖବର ମିଳିଛି। ଯୁବକ ଜଣଙ୍କ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏଭଳି ଘଟଣା ସୁନ୍ଦରଗଡ କେ.ବଲାଙ୍ଗ ପାଟା ସାହି ରେଲୱେ ସାଇଡିଂରେ ଘଟିଛି। ଶ୍ରମିକଙ୍କ ପାଇଁ ବୋନସ୍‌‌ ନେଇ ଆସୁଥିବା ବେଳେ ଗୁଳିମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବାଇକରେ ଆସି ୨ ଦୁର୍ବୃତ୍ତ ଗୁଳିମାଡ କରି ଫେରାର ହୋଇଯାଇଛନ୍ତି। ସୌଭାଗ୍ୟବଶତଃ ଯୁବକଙ୍କୁ ଗୁଳି ବାଜିନି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories