www.samajalive.in
Saturday, December 6, 2025
15.1 C
Bhubaneswar

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣି ବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର (ଆଇଏମଡି)ଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories