www.samajalive.in
Sunday, December 14, 2025
26.1 C
Bhubaneswar

ଭାରତ-ବାଂଲାଦେଶ ଟକ୍କର ; ଭାରତ କରିବ ବୋଲିଂ

ନୂଆଦିଲ୍ଲୀ : ବିଶ୍ୱକପ କ୍ରିକେଟ୍‌‌। ଆଜି ପୁଣେରେ ଭାରତ-ବାଂଲାଦେଶ ଟକ୍କର। ଟସ୍‌‌ ଜିତି ବାଂଲାଦେଶର ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେବା ସହ ଭାରତ ବୋଲିଂ କରିବ। ଚୂଡାନ୍ତ ଭାରତର ଏକାଦଶ ଅପରିବର୍ତ୍ତିତ ରହିଛି। ଆହତ ହେତୁ ବାଂଲାଦେଶ ଅଧିନାୟକ ସାକିବ ଖେଳିବେ ନାହିଁ। ସାକିବଙ୍କ ସ୍ଥାନରେ ନାଜମୁଲ୍‌‌ ସାଣ୍ଟୋ ନେତୃତ୍ୱ ନେବେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories