www.samajalive.in
Sunday, December 14, 2025
26.1 C
Bhubaneswar

ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ତହସିଲଦାର ଗଣେଶ ଦଳେଇ, ସମ୍ମାନୀୟ ଅତିଥି ଭାବେ ଦେବଗିରି +୩ କଲେଜର ସମ୍ପାଦକ ଏଙ୍କେଟେଶ୍ଵର ପାଢ଼ୀ କଲେଜ ଅଧକ୍ଷ ଯୋଗେଶ୍ଵର ଗରଡ଼ା, ସରିତା ପତ୍ର, ବରୁଣ ନାଏକ, ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ। ପ୍ରଥମେ ବିନିଶପୁର ସହିଦ ପୀଠରୁ ମାଟି ଓ ବିଭିନ୍ନ ଗ୍ରାମରୁ ଧାନ ସଂଗ୍ରହ କରିଥିଲେ। ପରେ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦେଶ ମାତୃକାର ପାଇଁ ବଳିଦାନ କରିଥିବା ଦେଶ ପ୍ରମିଙ୍କ ଉତ୍ସର୍ଗ ପାଇଁ ପ୍ରତି ଭାରତୀୟଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଶିବ ମନ୍ଦିର ଠାରୁ ଏକ ପଦଯାତ୍ରା ବାହାରି ଗ୍ରାମ ପରିକ୍ରମା କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories