www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରକ ଦୁର୍ଘଟଣାଗ୍ରସ୍ତ ; ୪ ମୃତ

ଶ୍ରୀନଗର : ଶ୍ରୀନଗରରୁ ରାଜସ୍ଥାନ ଯାଉଥିବା ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଜମ୍ମୁର ଝଝାର କୋଟଲୀ ଅଞ୍ଚଳରେ ଘଟିଛି। ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗରେ ଏକ ଟ୍ରକ ଖାଇକୁ ଖସି ୪ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଅଧିକାରୀଙ୍କ କହିବାନୁଯାୟୀ, ଶ୍ରୀନଗରରୁ ରାଜସ୍ଥାନ ଯାଉଥିବା ଏକ ଟ୍ରକ ଅନିୟନ୍ତ୍ରିତ ହୋଇ ପୋଲରୁ ଡିଭାଇଡରରେ ଧକ୍କା ହୋଇ ଖାଇକୁ ଖସି ପଡିଥିଲା। ଟ୍ରକ ଚାଳକ ଓ କଣ୍ଡକଟରର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories