www.samajalive.in
Tuesday, December 9, 2025
17.1 C
Bhubaneswar

ଉଚ୍ଚ ନ୍ୟାୟାଳୟର ଦଶହରା ଅବକାଶ

କଟକ : ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ  ଶୁକ୍ରବାରଠାରୁ ଦଶହରା ଅବକାଶ ଆରମ୍ଭ ହୋଇଛି। ଗୋଟେ ସପ୍ତାହ ଲାଗି ଅଦାଲତ ବନ୍ଦ ରହିବ। ୩୦ ତାରିଖରେ ପନୁର୍ବାର କୋର୍ଟ ଖୋଲିବ। ଏହି ସମୟ ମଧ୍ୟରେ ୨୦, ୨୫, ୨୬ ଏବଂ ୨୭ ତାରିଖରେ କୋର୍ଟ ଅଫିସ୍ ଖୋଲା ରହିବ। ଏହିସବୁ ଦିନରେ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ଅଫିସ୍ କାର୍ଯ୍ୟ କରିବ। ତେବେ ଜରୁରୀକାଳୀନ ମାମଲା ଥିଲେ ୧୧ରୁ ୧୨ଟା ମଧ୍ୟରେ ମାମଲା ରୁଜୁ କରାଯାଇ ପାରିବ। ୨୬ ଏବଂ ୨୭ ତାରିଖ ଦିନ କୋର୍ଟର ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ ବାଧ୍ୟତାମଳକ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories