www.samajalive.in
Sunday, December 14, 2025
26.1 C
Bhubaneswar

ଅବକାରୀ ଚଢ଼ଉରେ ମହିଳା ଗିରଫ, ଦେଶୀ ମଦ ଜବତ

ସମ୍ବଲପୁର: ପାର୍ବଣ ଚାଲିଥିବାରୁ ଏବେ ବେଆଇନ ନିଶା କାରବାର ଉପରେ ଚଢ଼ଉ ଜାରି ରହିଛି। ଏହି କ୍ରମରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ଭତରା ଅଞ୍ଚଳରେ ଚଢ଼ଉ ସମୟରେ ୧୫ ଲିଟର ଦେଶୀ ମଦ ବେଆଇନ ଭାବରେ ବିକ୍ରି ସମୟରେ ଜବତ କରାଯାଇଛି। ଏଣୁ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସୁକାନ୍ତି ଗୁରୁ ନାମକ ଜଣେ ମହିଳାଙ୍କୁ ଗିରଫ କରାଯାଇ ଅଦାଲତକୁ ଚାଲାଣ କରାଯାଇଛି ବୋଲି ସୂଚନା ଦିଆଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories