www.samajalive.in
Monday, December 8, 2025
20.1 C
Bhubaneswar

ନରହରି ସେଠୀ କଟକର ନୂଆ ଜିଲାପାଳ

କଟକ: କଟକ ପାଇଲା ନୂଆ ଜିଲାପାଳ। କଟକ ଜିଳାପାଳ ଭବାନୀ ଶଙ୍କର ଚୟନୀଙ୍କର ଉଚ୍ଚଶିକ୍ଷା ବିଭାଗକୁ ବଦଳି ହୋଇଛି ଏବଂ ତାଙ୍କ ସ୍ଥାନରେ ନରହରି ସେଠୀ କଟକର ନୂଆ ଜିଲାପାଳ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

- Advertisement -

ସୂଚନା ଅନୁସାରେ, ଭବାନୀ ଶଙ୍କର ଚୟନୀଙ୍କୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସେହିପରି ଏବେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲାପାଳ ଭାବେ ଗୁରୁଦାୟିତ୍ବ ଦିଆଯାଇଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories