www.samajalive.in
Sunday, December 14, 2025
26.1 C
Bhubaneswar

ପୁଣି କନ୍ଦେଇବ ପିଆଜ, ୭ ଦିନରେ କିଲୋ ପିଛା ୧୫ ଟଙ୍କା ବୃଦ୍ଧି

ଡେସ୍କ: ଦୈନନ୍ଦିନ ଜୀବନରେ ନିତିଦିନିଆ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବୃଦ୍ଧି ପାଉଥିବା ବେଳେ ଗତବର୍ଷ ଭଳି ଏବର୍ଷ ମଧ୍ୟ ପିଆଜ ଦର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏକ ସପ୍ତାହ ପୂର୍ବରୁ ପିଆଜ କିଲୋଗ୍ରାମ ପିଛା ୩୫ରୁ ୪୦ ଟଙ୍କା ମଧ୍ୟରେ ରହିଥିବା ବେଳେ ଆଜି ପ୍ରାୟ ୧୫ ଟଙ୍କା ବୃଦ୍ଧି ପାଇଁ କିଲୋପିଛା ଦର ୫୫ ଟଙ୍କା ହୋଇଛି। କଟକର ମୁଖ୍ୟ ପରିବା ହାଟ ଛତ୍ରବଜାରରେ ଆଜି ପିଆଜ ୫୦ରୁ ୫୫ ଟଙ୍କାରେ ବିକ୍ରି ହେଉଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଆନ୍ଧ୍ର ପ୍ରଦେଶ ଓ ବେଙ୍ଗାଲୁରରୁ ପିଆଜ ଆମଦାନୀ ହୋଇପାରୁ ନ ଥିବା ବେଳେ ଏବେ ରାଜ୍ୟରେ ପିଆଜ ଆବଶ୍ୟକତା ପୂରଣ କରିବା ପାଇଁ ନାସିକରୁ ପିଆଜ ଆମଦାନୀ କରାଯାଉଛି। ତେବେ ବ୍ୟବସାୟୀ ସଙ୍ଘ ପକ୍ଷରୁ କୁହାଯାଇଛି ଯେ ନାସିକରେ ପିଆଜ ଅଧିକ ଦାମ ଅଧିକ ରହୁଥିବାରୁ ରାଜ୍ୟରେ ପିଆଜ ଦାମ ବୃଦ୍ଧି ପାଉଛି। ସୂଚନା ଅନୁଯାୟୀ, ଦର ହ୍ରାସ ପାଇଁ ଆହୁରି ଏକ ମାସ ସମୟ ଲାଗିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories