www.samajalive.in
Monday, December 8, 2025
13.1 C
Bhubaneswar

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ଉତ୍ସବର ପରିବେଶ

ଡେସ୍କ : ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ଆଜି ଧନଧାତ୍ରୀ ମାଆ ମହାଲକ୍ଷ୍ମୀଙ୍କ ଆରାଧନାର ଦିନ। ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସବୁଠି ଉତ୍ସବର ପରିବେଶ । କେନ୍ଦ୍ରାପଡା, ଢେଙ୍କାନାଳ,  ଅନୁଗୋଳ ଓ ତାଳଚେର ଆଦି ସ୍ଥାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଗ୍ରହଣ ଲାଗୁଥିବାରୁ ଏଥର  ସଅଳ ପୂଜା କରାଯାଉଛି ।

ଢେଙ୍କାନାଳ ସହରରେ ୩୮ଟି ପୂଜା ମଣ୍ଡପରେ ମା’ ପୂଜା ପାଇବେ । ଏଥିପାଇଁ ପ୍ରଶାସନ, ପୁଲିସ୍‌‌ ଓ ବଜାର କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ସହରରେ ଲକ୍ଷ୍ମୀପୂଜା ଅନୁଷ୍ଠିତ ହେବ । ୮ ତାରିଖ ଦିନ ଭସାଣି ଉତ୍ସବ ପାଳନ ହେବ ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories