www.samajalive.in
Sunday, December 7, 2025
23.1 C
Bhubaneswar

ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ!

ମୁମ୍ବଇ : ବିଶିଷ୍ଟ ଉଦ୍ୟୋଗପତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ହତ୍ୟା ଧମକ ଦିଆଯାଇଛି। ଅକ୍ଟୋବର ୨୭ରେ ଏକ ଧମକପୂର୍ଣ୍ଣ ଇମେଲ ଆସିଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି। ଏଥିରେ ୨୦ କୋଟି ଟଙ୍କା ଦାବି କରାଯାଇଛି। ପୁଲିସ କହିବାନୁଯାୟୀ, ଇମେଲରେ ୨୦ କୋଟି ଟଙ୍କା ନଦେଲେ ଗୁଳି ଚଳାଇବା ନେଇ ଧମକ ଦିଆଯାଇଛି। ମୁମ୍ବଇର ଗାମଦେବୀ ପୁଲିସ ଷ୍ଟେସନରେ ଆଇପିସିର ଧାରା ୩୮୭ ଏବଂ ୫୦୬ (୨) ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories