www.samajalive.in
Sunday, December 7, 2025
15.1 C
Bhubaneswar

ମହାନ ରାଷ୍ଟ୍ରନୀତିଜ୍ଞ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ : ଆଜି ରାଷ୍ଟ୍ରୀୟ ଏକତା ଦିବସ। ମହାନ ରାଷ୍ଟ୍ରନୀତିଜ୍ଞ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ। ଏହି ଅବସରରେ ତାଙ୍କୁ କୃତଜ୍ଞ ରାଷ୍ଟ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁଜୁରାଟ ଗସ୍ତର ଦ୍ୱିତୀୟ ଦିନ। ମଙ୍ଗଳବାର ସକାଳେ ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ଗୁଜରାଟର କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ୟ୍ୟକ୍ରମରେ ଯୋଗଦେବା ସହ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପହଞ୍ଚି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏଠାରେ ସେ ଦେଶର ପ୍ରଥମ ଗୃହମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ଏକତା ନାଗରରେ ଏକତ୍ରିତ ହୋଇଥିବା ଲୋକଙ୍କୁ ମଧ୍ୟ ସମ୍ବୋଧିତ କରିଛନ୍ତି। ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଆଜି ଦେଶ ବ୍ୟାପୀ ‘ରନ୍ ଫର ୟୁନିଟି ବା ଏକତାର ଦୌଡ’ଅନୁଷ୍ଠିତ ହେଉଛି ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories