ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ; ୨୫ରୁ ଉର୍ଦ୍ଧ୍ବ ଗୋରୁ ମୃତ

ବାଙ୍ଗରିପୋଷି : ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣା ହେବାରୁ ୨୫ରୁ ଉର୍ଦ୍ଧ୍ବ ଗୋରୁଙ୍କ ମୃତ୍ୟୁ ଘଟିଛି । ୪୯ନଂ ଜାତୀୟ ରାଜପଥର ଏହି ଘାଟି ରାସ୍ତାରେ ଦୁର୍ଘଟଣା ଖବର ପାଇ ଘଟଣା ସ୍ଥଳରେ ବାଙ୍ଗିରିପୋଷି ପୁଲିସ ପହଞ୍ଚି ଅଗ୍ନିଶମ ବାହିନୀ ସହିତ ଉଦ୍ଧାର ଓ ତଦନ୍ତ କରୁଛି । ଟ୍ରକଟି ପଶ୍ଚିମବଙ୍ଗ ଯାଉଥିବା ବେଳେ ଭାରସ୍ୟାମ ହରାଇ ଓଲଟି ପଡିଥିଲା । ଫଳରେ ଏପରି ଅଘଟଣ ଘଟିଛି ।

Comments are closed.