www.samajalive.in
Saturday, December 13, 2025
14.1 C
Bhubaneswar

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅନୁଷ୍ଠିତ

ଗୋପାଳପୁର: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଅବସରରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ସିନେଟ୍ କକ୍ଷ ପରିସରରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳି ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କୁଳସଚିବ ସଚ୍ଚିଦାନନ୍ଦ ନାୟକ ଏବଂ ପିଜି କାଉନସିଲର ମୁଖ୍ୟ ପ୍ରଫେସର ସୁଶାନ୍ତ କୁମାର ବରାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପାଳିତ ହେଉଥିବା ଦୁର୍ନୀତି ନିବାରଣ ସପ୍ତାହର ଏବର୍ଷର ଥିମ୍ “ସେ ନୋ ଟୁ କରପ୍ସନ: କମିଟ୍ ଟୁ ଦ ନେଶନ୍” ଉପରେ ଚର୍ଚ୍ଚା ହୋଇଥିଲା। ପ୍ରତିଟି କ୍ଷେତ୍ରରେ କିପରି ଦୁର୍ନୀତିକୁ ରୋକାଯାଇ ପାରିବ ଏବଂ ଏହାର କିପରି ମୂଳୋତ୍ପାଟନ ହେବ ସେ ବିଷୟରେ ଆଲୋଚନା କରାଯାଇଥିଲା।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories