www.samajalive.in
Sunday, December 14, 2025
23.1 C
Bhubaneswar

ତୁରେକେଲା ବ୍ଲକରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ଉପାନ୍ତ ପଛୁଆ ତୁରେକେଲା ବ୍ଲକ ହାଇସ୍କୁଲ ପଡିଆ ଠାରେ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଆମ ଓଡିଶା ନବିନ ଓଡିଶା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକରେ ୩୯୧୧ ପ୍ରକଳ୍ପ ପାଇଁ ୧୫୮ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ପୂର୍ବତନ ବିଧାୟକ ହାଜୀ ମହମ୍ମଦ ଆୟୁବ ଖାଁ, ସମିତି ସଭ୍ୟ ଗୀରିରାଜ୍ ସିଂ ମାଝୀ ଏବଂ ଏସ୍ଏଚଜି ମହିଳା ମାନେ ଉପସ୍ଥିତ ଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories