www.samajalive.in
Saturday, December 13, 2025
26.1 C
Bhubaneswar

ନାଗରିକ ସମ୍ମାନ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲେହରେ ତାଙ୍କ ସମ୍ମାନାର୍ଥେ ଆୟୋଜିତ ଏକ ନାଗରିକ ସମ୍ମାନ ସମାରୋହରେ ଭାଗ ନେଇଛନ୍ତି। ସେ ଦୁଇ ଦିନିଆ ଲଦାଖ କେନ୍ଦ୍ରଶାସିତ ଅଂଚଳ ଗସ୍ତରେ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଲଦାଖରେ ଧାର୍ମିକ ପର୍ଯ୍ୟଟନ ପାଇଁ ବିପୁଳ ସମ୍ଭାବନା ରହିଛି।

ରାଷ୍ଟ୍ରପତି କହିଛନ୍ତି ଯେ ଲଦାଖରେ ପ୍ରଗତି, ଶାନ୍ତି ଏବଂ ସମୃଦ୍ଧିର ଏକ ନୂତନ ଯୁଗ ଆରମ୍ଭ ହୋଇଛି। ଭିତ୍ତିଭୂମି ବିକାଶ, ଇ-ଶାସନ, ସ୍ୱାସ୍ଥ୍ୟସେବା, ଗୃହ, ମହିଳା ସଶକ୍ତିକରଣ ଏବଂ ସମାଵେଶୀ ବିକାଶ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି ବୋଲି ଶ୍ରୀମତୀ ମୁର୍ମୁ କହିଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories