www.samajalive.in
Monday, December 8, 2025
24.1 C
Bhubaneswar

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଗୁରୁତର

ଭୁବନେଶ୍ୱର/ପୁରୀ: ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ମହେଶ୍ୱର ମହାନ୍ତି ଗୁରୁତର ହୋଇଥିବା ସୂଚନା ମିଳିଛି। ବୁଧବାର ତାଙ୍କର ମସ୍ତିଷ୍କ ପ୍ରଦାହ ହୋଇଥିବା ପ୍ରାଥମିକ ଭାବେ ଜଣାପଡିଛି। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

https://samajalive.in/arabinda-kejriwal-ed-cm-delhi/509409.html

- Advertisement -

ସୂଚନା ଅନୁଯାୟୀ, ଶ୍ରୀ ମହାନ୍ତି ବୁଧବାର ରାତିରେ ହଠାତ୍ ଅସୁସ୍ଥ ହୋଇପଡିବା ପରେ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଶ୍ରୀ ମହାନ୍ତି ଏକ ସଭାରୁ ଫେରି ଘରେ ବସିଥିବା ବେଳେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନା ନିଆଯାଇଥିଲା। ଶ୍ରୀ ମହାନ୍ତିଙ୍କ ଅସୁସ୍ଥ ହେବା ଖବର ପାଇ ଶାସକ ବିଜୁ ଜନତା ଦଳର ବହୁ ବରିଷ୍ଠ ନେତା ଏବଂ କର୍ମୀ ଘରୋଇ ଡାକ୍ତରଖାନାରେ ପହଞ୍ଚିଛନ୍ତି। ତାଙ୍କ ପୁରୀ ବାସଭବନ ନିକଟରେ ଶତାଧିକ କର୍ମୀ ପହଂଚିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories