www.samajalive.in
Tuesday, December 9, 2025
17.1 C
Bhubaneswar

ଆଜି ସଦାଚାର କମିଟି ନିକଟରେ ହାଜର ହେବେ ସାଂସଦ ମହୁଆ ମୈତ୍ର

ଡେସ୍କ: ଲୋକସଭା ସଦାଚାର କମିଟି ନିକଟରେ ଆଜି ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ହାଜର ହେବେ। ସଂସଦରେ ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କୁ ଲୋକସଭା ସଦାଚାର କମିଟି ସମନ ଜାରି କରିଛି। ସେ କମିଟି ନିକଟରେ ହାଜର ହୋଇ ନିଜର ପକ୍ଷ ରଖିବେ। ମହୁଆଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବିଜେପି ସାଂସଦ ନିଶିକାନ୍ତ ଦୁବେ ଓ ସୁପ୍ରିମକୋର୍ଟ ଓକିଲ ଜୟ ଅନନ୍ତ ଦେହାଦ୍ରାଇ ପୂର୍ବରୁ ସଦାଚାର କମିଟି ନିକଟରେ ହାଜର ହୋଇ ନିଜର ବୟାନ ରେକର୍ଡ କରାଇଛନ୍ତି। ସଂସଦରେ ପ୍ରଶ୍ନ ପଚାରିବା ଲାଗି ମହୁଆ, ଶିଳ୍ପପତି ଦର୍ଶନ ହୀରାନନ୍ଦନୀଙ୍କଠାରୁ ଲାଞ୍ଚ ନେଇଥିବା ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟରେ ଅକ୍ଟୋବର ୧୫ରେ ଅଭିଯୋଗ ହୋଇଥିଲା।

https://samajalive.in/cat-like-change/509351.html

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories