www.samajalive.in
Monday, December 8, 2025
14.1 C
Bhubaneswar

ଭାରତ-ଶ୍ରୀଲଙ୍କା ଟକ୍କର ; ବ୍ୟାଟିଂ କରିବ ଭାରତ

ମୁମ୍ବଇ: ବିଶ୍ୱକପ କ୍ରିକେଟ। ଆଜି ୱାଙ୍ଖଡ଼େରେ ଭାରତ-ଶ୍ରୀଲଙ୍କା ମଧ୍ୟରେ ଟକ୍କର। ପ୍ରଥମେ ଟସ୍‌‌ ଜିତି ଶ୍ରୀଲଙ୍କା ବୋଲିଂ କରିବା ନେଇ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ କରିବ। ଭାରତ ଦଳ ଅପରିବର୍ତ୍ତିତ ରହିଥିବା ବେଳେ ଶ୍ରୀଲଙ୍କା ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି।
ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପ ୧୩ତମ ସଂସ୍କରଣର ୩୩ ତମ ମ୍ୟାଚ ଗୁରୁବାର ମୁମ୍ବଇର ୱାଙ୍ଖଡେ ଷ୍ଟାଡ଼ିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଦୁଇ ଦଳ ସପ୍ତମ ଲିଗ୍‌ ମ୍ୟାଚ ଖେଳିବେ। ଭାରତ ଅପେକ୍ଷା ଶ୍ରୀଲଙ୍କା ପାଇଁ ଉକ୍ତ ମ୍ୟାଚ କର ବା ମର ସଦୃଶ ହୋଇଛି। ଭାରତ ସେମିଫାଇନାଲରେ ଏକ ପ୍ରକାର ସ୍ଥାନ ସୁରକ୍ଷିତ କରି ସାରିଥିବାବେଳେ ବିଜୟ ବଜାୟ ଲକ୍ଷ୍ୟ ନେଇ ଖେଳିବ। ଶ୍ରୀଲଙ୍କା ଯଦି ଉକ୍ତ ମ୍ୟାଚରେ ପରାଜିତ ହୁଏ ତେବେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories