www.samajalive.in
Sunday, December 7, 2025
23.1 C
Bhubaneswar

କାର୍‌‌କୁ ଧକ୍କା ଦେଲା କଣ୍ଟେନର,ଟ୍ରକ ; ୬ ମୃତ

ସୁନାମ : ପଞ୍ଜାବର ସୁନାମରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। କାରକୁ ଏକ ଟ୍ରକ ଓ କଣ୍ଟେନର ଧକ୍କା ଦେବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ଶିଶୁ ସହ ୬ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତେ କାରରେ ଯାତ୍ରା କରୁଥିବା ବେଳେ ମାଲେରକୋଟଲାରୁ ସୁନାମ ଫେରୁଥିଲେ। ସୁନାମ ନିକଟରେ ଏହି କାର୍‌‌କୁ ଟ୍ରକ ସହ ଆଉ ଏକ ତେଲ କଣ୍ଟେନର ଧକ୍କା ଦେଇଥିଲା। କାର୍‌‌ଟି ଏହି ୨ଟି ଗାଡି ମଝିରେ ରହି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories