www.samajalive.in
Tuesday, December 9, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଶ୍ବକପ୍‌: ଶ୍ରୀଲଙ୍କାକୁ ୩୫୮ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ.. ୫୦ ଓଭରରେ ୮ ୱିକେଟ୍ ହରାଇ ଭାରତ କରିଛି ୩୫୭ ରନ୍..

କଟକ ଚଣ୍ଡୀ ମନ୍ଦିର ସମ୍ମୁଖରେ ବଚସାରୁ ପିଟାପିଟି, ଜଣେ ମୃତ.. ଦୁଇ ଅଟୋ ଚାଳକଙ୍କ ମଧ୍ୟରେ ସଂଘର୍ଷରୁ ଜଣଙ୍କ ମୃତ୍ୟୁ ସୂଚନା..

- Advertisement -

+୩ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ଜାରି..

ପ୍ରଶ୍ନ ପାଇଁ ଲାଞ୍ଚ ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କଲେ ସାଂସଦ ମହୁଆ ମୈତ୍ର..

ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜସ୍ଥାନ କଂଗ୍ରେସ ମୁଖ୍ୟ ଗୋବିନ୍ଦ ସିଂହ ଡୋଟାସରାଙ୍କ ପୁଅଙ୍କୁ ‘ଇଡି’ ସମନ୍‌..

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ.. ଦୋଷୀ କୃଷ୍ଣଚନ୍ଦ୍ର ପ୍ରଧାନକୁ ଦଣ୍ଡାଦେଶ ଦେଲେ ସ୍ବତନ୍ତ୍ର ପକ୍ସୋ କୋର୍ଟ.. ୨୦୧୯ ଧରାକୋଟ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ହୋଇଥିଲା..

ମାହାଙ୍ଗା ଡବଲ୍‌‌ ମର୍ଡର ମାମଲା.. ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି.. କୌଣସି କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌‌.. ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କଲେ ହାଇକୋର୍ଟ..

ବିଜେଡି ପକ୍ଷରୁ ୨ ଜିଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ.. ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲା ଦାୟିତ୍ବ.. ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲାର ଦାୟିତ୍ବ..

ନାବାଳକଙ୍କୁ ଛୁରା ମାଡ ଘଟଣା, ଜଣେ ଗିରଫ.. ଗିରଫ ଅଭିଯୁକ୍ତ +୨ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର.. ବକେୟା ଟିଉସନ ଟଙ୍କା ମାଗିବାରୁ ଶିକ୍ଷକଙ୍କ ପୁଅକୁ ମାରିଲା ଅଭିଯୁକ୍ତ..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories