www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠାରୁ ତିନି ଦିନିଆ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’

ନୂଆଦିଲ୍ଳୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ନୂଆଦିଲ୍ଲୀର ପ୍ରଗତି ମଇଦାନ ଭାରତ ମଣ୍ଡପମରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କରିବେ। ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହାର ଉଦ୍ଦେଶ୍ୟ ହେଉଛି ଭାରତର ସମୃଦ୍ଧ ଖାଦ୍ୟ ସଂସ୍କୃତି ସହିତ ବିଶ୍ୱକୁ ପରିଚିତ କରାଇବା।  ମନ୍ତ୍ରଣାଳୟର ସଚିବ ଅନୀତା ପ୍ରବୀଣ କହିଛନ୍ତି ଯେ ଏହି ପ୍ରଦର୍ଶନୀରେ ୨୩ଟି ରାଜ୍ୟ ତଥା ଅନେକ ଦେଶର ପ୍ରାୟ ୧୨୦୦ ଅଂଶଗ୍ରହଣକାରୀ ସେମାନଙ୍କ ଦ୍ବାରା ପ୍ରସ୍ତୁତ ଖାଦ୍ୟ ଦ୍ରବ୍ୟ ପ୍ରଦର୍ଶନ କରିବେ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories