www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଧରାପଡିଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ

କଟକ : ଭିଜିଲାନ୍ସ ଜାଲରେ କଟକ ଜିଲା ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ ଶୁକ୍ରବାର ଧରାପଡିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା (ଭୁବନେଶ୍ୱର),କଟକ ଏବଂ କେନ୍ଦ୍ରାପଡା ଜିଲାର ମୋଟ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ କରାଯାଇଛି।

ଭୁବନେଶ୍ୱରର ଖଣ୍ଡଗିରି ବିହାର ଲେନ ନଂ ୨ରେ ଥିବା ତିିନି ମହଲା ବିଶିଷ୍ଟ କୋଠା, କେନ୍ଦ୍ରାପଡା ଜିଲା ଡେରାବିସ୍‌‌ ତହସିଲ ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମରେ ଥିବା ଦୁଇ ମହଲା କୋଠା, ବଳରାମପୁରରେ ଥିବା ଭଡାଘର, ରାୟପୁରରେ ତାଙ୍କ ସମ୍ପର୍କୀୟଙ୍କ ଘର, ବାଦାହାଟରେ ତାଙ୍କର ଘନିଷ୍ଠ ସହଯୋଗୀ ଘର, ସାଲେପୁରରେ ଥିବା କାର୍ଯ୍ୟାଳୟ ଓ ବାସଭବନ ମୋଟ ୮ଟି ସ୍ଥାନରେ ଏହି ଚଢାଉ କରାଯାଉଛି। ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ୱାରେଣ୍ଟ ଆଧାରରେ ଏହି ଚଢାଉରେ ୮ ଡିଏସପି, ୮ ଇନ୍ସପେକ୍ଟର, ୭ ଏଏସ୍‌‌ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ରହିଛନ୍ତି।

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories