www.samajalive.in
Saturday, December 6, 2025
23.1 C
Bhubaneswar

ଷଣ୍ଢ ଆକ୍ରମଣରେ ଯୁବକ ମୃତ

ରାଜଗାଙ୍ଗପୁର: ରାଜଗାଙ୍ଗପୁର ଅନ୍ତର୍ଗତ ୱାର୍ଡ ନଂ ୭ କୁଣ୍ଡୁପଡାରେ ଶୁକ୍ରବାର ଏକ ଷଣ୍ଢ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାଁ ରାକେଶ ନାଗର(୪୦) ବୋଲି ଜଣାପଡ଼ିଛି। ରାସ୍ତାରେ ଯାଉଥିବା ବେଳେ ଏକ ଷଣ୍ଢ ହଠାତ ରାକେଶଙ୍କୁ ଆକ୍ରମଣ କରିଥିଲା। ଆହତ ଅବସ୍ଥାରେ ରାକେଶଙ୍କୁ ୱାର୍ଡବାସୀ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories