www.samajalive.in
Sunday, December 14, 2025
26.1 C
Bhubaneswar

ସୋମାଲିକାଙ୍କ ଆବେଦନ ହାଇକୋର୍ଟରେ ଖାରଜ

କଟକ: ବିଧାୟକ ବିଜୟଶଙ୍କର ଓ ସୋମାଲିକା ବିବାଦ ମାମଲାର ନୂଆମୋଡ଼ ନେଇଛି। ସୋମାଲିକାଙ୍କ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଛନ୍ତି। ବିବାହ ପଞ୍ଜୀକରଣ ଅଧିକାରୀଙ୍କ ପାଖରେ ମାମଲା ଚାଲୁଥିବାରୁ ଖାରଜ। ତଳକୋର୍ଟରେ ମାମଲା ଚାଲୁଥିବାରୁ ହସ୍ତକ୍ଷେପ କରିବାକୁ ମନା କରିଥିଲେ।

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ ବଢିବା​ରେ ଳାଗିଛି। କଟକ ସବ୍‌ରେଜିଷ୍ଟ୍ରୀ ଅଫିସରେ ତାଙ୍କ ବାନ୍ଧବୀ ସୋମାଲିକା ଅଭିଯୋଗ କରିଛନ୍ତି। ପୂର୍ବରୁ ବିଧାୟକ ବିଜୟ ଶଙ୍କର ଦାସ ବିବାହ ପାଇଁ ସବ୍‌ରେଜିଷ୍ଟ୍ରାରଙ୍କ ପାଖରେ ଆବେଦନ କରିଥିଲେ। ତେବେ ବାନ୍ଧବୀ ସୋମାଲିକା, କଟକ ସବ୍‌ରେଜିଷ୍ଟ୍ରୀ ଅଫିସରେ ପହଞ୍ଚି ଅଭିଯୋଗ କରିଛନ୍ତି। ଅନ୍ୟ ଜଣେ ମହିଳାଙ୍କୁ ବିବାହ ପାଇଁ ଅନୁମତି ଦେବାକୁ ବିଜୟଶଙ୍କର କଟକ ସବ୍‌ରେଜିଷ୍ଟ୍ରାରଙ୍କ ପାଖରେ ଆବେଦନ କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories