www.samajalive.in
Monday, December 8, 2025
13.1 C
Bhubaneswar

ଗୋଷ୍ଠୀ ସଂଘର୍ଷରୁ ଯୁବକଙ୍କୁ ଗୁଳିମାଡ

ରାଉରକେଲା : ରାଉରକେଲାରେ ଶନିବାର ଜଣେ ଯୁବକଙ୍କୁ ଗୁଳିମାଡ ହୋଇଥିବା ନେଇ ଖବର ମିଳିଛି। ମୁଖାପିନ୍ଧା କିଛି ଦୁର୍ବୃତ୍ତ ଆସି ଯୁବକଙ୍କୁ ଗୁଳିମାଡ କରିଛନ୍ତି। ବିଶ୍ରା ଥାନା ଆଇଟିଆଇ ନିକଟରେ କିଛି ଦୁର୍ବୃତ୍ତ ଏହି ଗୁଳିମାଡ କରିଛନ୍ତି। ଯୁବକଙ୍କ ପେଟରେ ଗୁଳି ବାଜି ଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଷ୍ଠୀ ସଂଘର୍ଷରୁ ଯୁବକଙ୍କୁ ଗୁଳିମାଡ ହୋଇଥିବା ନେଇ ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories