www.samajalive.in
Monday, December 8, 2025
17.1 C
Bhubaneswar

ଗ୍ୟାସରେ ରୋଷେଇ କଲେ ବୋଲି ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ

ଭଞ୍ଜନଗର : ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ସ୍ୱାମୀ। ବଡଗଡ ଥାନା ରୁଗୁମୁ ଗାଁରେ ଏହି ଅଭାବନୀୟ ଘଟଣା ଘଟିଥିବା ନେଇ ଶନିବାର ଖବର ମିଳିଛି। ଗ୍ୟାସରେ ରୋଷେଇ କରିବାରୁ ସ୍ତ୍ରୀ ସହ ବଚସା କରିଥିଲା ସ୍ୱାମୀ। ଯୁକ୍ତିତର୍କ ପରେ ଗୁଡିଆମ୍ବ ଛକକୁ ଉକ୍ତ ମହିଳା ଜଣଙ୍କ ପଳାଇ ଆସିଥିଲେ। ପଛେ ପଛେ ସ୍ୱାମୀ ଆସି ପୁଣି ଯୁକ୍ତିତର୍କ ସହ ହାଣି ଦେଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories