www.samajalive.in
Saturday, December 6, 2025
26.1 C
Bhubaneswar

ଲେଡିଜ୍‌‌ ହଷ୍ଟେଲରେ ଛାତ୍ରୀଙ୍କ ଗଳାକାଟି ହତ୍ୟା ଉଦ୍ୟମ

ଅନୁଗୁଳ : ଲେଡିଜ୍‌‌ ହଷ୍ଟେଲରେ ଛାତ୍ରୀଙ୍କ ଗଳାକାଟି ହତ୍ୟା ଉଦ୍ୟମ ହୋଇଥିବା ନେଇ ଶନିବାର ଖବର ମିଳିଛି। ଟାଉନ ଥାନା ମିଶ୍ରପଡା ସ୍ଥିତ ଏକ ହଷ୍ଟେଲରେ ଛାତ୍ରୀଙ୍କୁ ଆକ୍ରମଣ ହୋଇଛି। ରାତିରେ ଶୋଇଥିବା ବେଳେ କେହି ଗଳା କାଟିଥିବା ନେଇ ଅଭିଯୋଗ ହୋଇଛି। ଥାନାରେ ଅଭିଯୋଗ ପରେ ହଷ୍ଟେଲରେ ପୁଲିସ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ୩ ଜଣ ଏକାଠି ରହୁଥିବା ବେଳେ ଜଣଙ୍କ ଉପରେ ପରିବାର ଲୋକେ ସନ୍ଦେହ କରୁଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories