www.samajalive.in
Sunday, December 14, 2025
26.1 C
Bhubaneswar

ପୁରୁଣା କଟକରେ ଦୁର୍ନୀତି ନିବାରଣ ସଚେତନତା ସଭା ଓ ଶପଥ ପାଠ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁର୍ନୀତି ନିବାରଣ ସମ୍ପର୍କରେ ଏକ ସଚେତନତା ସଭା ଓ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଅଧକ୍ଷତାରେ ସଚେତନତା ସଭା ଓ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଅତିଥି ଭାବେ ଭିଜିଲାନ୍ସ ଡ଼ିଏସପି ସୁରେଶ କୁମାର କହଁର,ସରପଞ୍ଚ ଅଶୋକ କୁମାର ସେଠୀ, ପିଇଓ ସନ୍ତୋଷ କୁମାର ରଣା, ମିଶନ ଶକ୍ତି ବିପିସି ପଲବୀ ମଙ୍ଗରାଜ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତଙ୍କୁ ଦୁର୍ନୀତି ନିବାରଣ ବିରୋଧରେ ଶପଥ ପାଠ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ  ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଓ ସାଧାରଣ ଲୋକେ ଯୋଗଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories