www.samajalive.in
Tuesday, December 9, 2025
16.1 C
Bhubaneswar

ଇଛାପୁର ନିକଟରେ ବାଇକ ଓ ପିକଅପ ମଧ୍ୟରେ ଧକ୍କା ବାଇକ ଚାଳକ ଆହତ

କଲମପୁର – ରବିବାର ସଂଧ୍ୟାରେ ଦୁର୍ଘଟଣାରେ ଆହତ ଜଣେ ବାଇକ ଚାଳକକୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି ।
ସୁଚନା ଅନୁସାରେ ଇଛାପୁର ଗ୍ରାମର ହେମନ୍ତ ପାଲ ନାମକ ଜନୈକ ଯୁବକ ଏକ ବାଇକ ଯୋଗେ ଘରରୁ ବାହାରି ଗାଁ ଭିତର ରାସ୍ତା ଦେଇ ମୁଖ୍ୟ ରାସ୍ତାକୁ ଆସୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ ପିକଅପ ସହ ମୁହାଁ ମୁହିଁ ହେଇଥିଲେ । ପିକଅପରେ ବାଇକ ଚାଳକ ହେମନ୍ତର ଗୋଡ ବାଜି ଯାଇଥିଲା ଏବଂ ସେ ଛିଟିକି ପଡି ଆହତ ହେଇଥିଲେ । ତୁରନ୍ତ ପରିବାର ଲୋକ ହେମନ୍ତକୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଛନ୍ତି ବର୍ତମାନ ତାଙ୍କର ଚିକିତ୍ସା ଜାରି ରହିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories