www.samajalive.in
Tuesday, December 9, 2025
26.1 C
Bhubaneswar

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ

ଡେସ୍କ :  ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ଅବସରରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।

ସେହିପରି ସେ ମଧ୍ୟ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ପ୍ରଧାନମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories