www.samajalive.in
Tuesday, December 9, 2025
17.1 C
Bhubaneswar

ଅରୁଣାଚଳରେ ୫.୫ ତୀବ୍ରତାର ଭୂମିକମ୍ପ

ନୂଆଦିଲ୍ଲୀ : ବୁଧବାର ଦିନ ପ୍ରାୟ ୩ଟା ୪୭ ମିନିଟରେ ଅରୁଣାଚଳପ୍ରଦେଶର ସୀମାବର୍ତ୍ତୀ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିଆକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‍ଡି) ପକ୍ଷରୁ କୁହାଯାଇଛି ଯେ ଭୂମିକମ୍ପର କେନ୍ଦ୍ରସ୍ଥଳ ମିଅାଁମାର ଏବଂ ଭାରତ ସୀମାଠାରୁ ୧୦ କିଲୋମିଟର ଦୂର ୯୬.୯ ଡିଗ୍ରୀ ପୂର୍ବ ଦ୍ରାଘିମା ଏବଂ ୨୭.୩ ଡିଗ୍ରୀ ଉତ୍ତର ଅକ୍ଷାଂଶରେ ଅବସ୍ଥିତ। ଭୂମିକମ୍ପର ଝଟକା ଦିବ୍ରୁଗଡ଼, ଦିମାପୁର ସରଦ, ଇମ୍ଫାଲ, ନାଗାଁଓ ଏବଂ ସିଲଚାର ଆଦି ଅଞ୍ଚଳରେ ଅନୁଭୂତ ହୋଇଛି। ଭୂମିକମ୍ପରେ କାହାର ମୃତାହତ ଏବଂ କୌଣସି କ୍ଷତିର ଖବର ମିଳି ନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories