www.samajalive.in
Wednesday, December 10, 2025
17.1 C
Bhubaneswar

ଦକ୍ଷିଣ ଆଫ୍ରିକାକୁ ୫-୦ରେ ପରାସ୍ତ କଲା ଭାରତ

ଭୁବନେଶ୍ବର : ପୁରୁଷ ବିଶ୍ବକପ୍ ହକି-୨୦୧୮ରେ ଭାରତ ଦମଦାର ବିଜୟ ସହିତ ନିଜର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବର​‌ର କଳିଙ୍ଗ ଷ୍ଟାଡିୟମରେ ବୁଧବାର ରାତିରେ ଅନୁଷ୍ଠିତ ମ୍ୟାଚରେ ଭାରତ, ଦକ୍ଷିଣ ଆଫ୍ରିକାକୁ ୫-୦ରେ ପରାସ୍ତ କରିଛି।

ଚମତ୍କାର ପ୍ରଦର୍ଶନ କରି ଭାରତ ଏହି ବିଜୟ ବିଜୟ ହାସଲ କରିଛି। ଭାରତ ପକ୍ଷରୁ ମନଦୀପ ସିଂହ ମ୍ୟାଚର ୧୦ ମିନିଟରେ ପ୍ରଥମ ଗୋଲ ସ୍କୋର କରିଥିଲେ। ପରେ ୧୨ ମିନିଟରେ ଆକାଶଦୀପ ସିଂହ, ୨ୟ, ୪୩ ମିନିଟରେ ସିମରନଜିତ ସିଂହ ୩ୟ, ୪୫ ମିନିଟରେ ଲଳିତ ଉପାଧ୍ୟୟ ୪ର୍ଥ  ଏବଂ ୪୬ ମିନିଟରେ ସିମରନଜିତ ସିଂହ ୫ ଗୋଲ ସ୍କୋର କରିଥିଲେ। ଦଳ ପକ୍ଷରୁ ସିମରନଜିତ ସିଂହ ୨ଟି ଗୋଳ ସ୍କୋର କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories