www.samajalive.in
Saturday, December 13, 2025
21.1 C
Bhubaneswar

ଭିଜିଲାନ୍ସ ଜାଲରେ ଫସିଲେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ବୁଧବାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ତାଙ୍କର ପୈତୃକ ଘର ସମେତ ମୋଟ ୬ଟି ସ୍ଥାନରେ ଚଢାଉ ଜାରି ରହିଛି।

ଭଦ୍ରକର ୨ଟି ସ୍ଥାନରେ ଓ ଭୁବନେଶ୍ୱରର ଭିଏସ୍‌‌ଏସ ନଗରରେ ଥିବା କୋଠା, ରୁଦ୍ରପୁରରେ ଫ୍ଲାଟ ଆଦି ୪ଟି ସ୍ଥାନରେ ଚଢାଉ କରାଯାଉଛି। ଏହି ଚଢାଉରେ ୭ ଜଣ ଡିଏସପି, ୫ ଇନ୍ସପେକ୍ଟର ଓ ୮ ଏଏସଆଇ ସାମିଲ ହୋଇଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories